Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:6 - ଓଡିଆ ବାଇବେଲ

6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।

Gade chapit la Kopi

ପବିତ୍ର ବାଇବଲ

6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।

Gade chapit la Kopi




2 ଶାମୁୟେଲ 14:6
7 Referans Kwoze  

ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?”


ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।


ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା ?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋ’ ସ୍ୱାମୀ ମରିଯାଇଅଛି।


ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକୀ ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋ’ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।


Swiv nou:

Piblisite


Piblisite