2 ଶାମୁୟେଲ 14:8 - ଓଡିଆ ବାଇବେଲ8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥିରେ ରାଜା ସେହି ସ୍ତ୍ରୀକି କହିଲେ, ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।” Gade chapit laପବିତ୍ର ବାଇବଲ8 ତା'ପରେ ରାଜା ଦାଉଦ ସେ ସ୍ତ୍ରୀକୁ କହିଲେ, “ଗୃହକୁ ଫେରିଯାଅ। ମୁଁ ଏ ବିଷୟରେ ତୁମର ଯତ୍ନ ନେବି।” Gade chapit la |
ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକୀ ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋ’ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”