Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:13 - ଓଡିଆ ବାଇବେଲ

13 ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମଙ୍କ ଉପରେ ଅଛି।”

Gade chapit la Kopi




2 ଶାମୁୟେଲ 15:13
7 Referans Kwoze  

ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।


ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।


ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।


ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।


ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।


Swiv nou:

Piblisite


Piblisite