Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:2 - ଓଡିଆ ବାଇବେଲ

2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ଵାରର ପଥ ପାର୍ଶ୍ଵରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, ତୁମ୍ଭେ କେଉଁ ନଗରର ଲୋକ? ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”

Gade chapit la Kopi

ପବିତ୍ର ବାଇବଲ

2 ଅବଶାଲୋମ ପ୍ରତ୍ୟୁଷରୁ ଉଠି ରାଜ ଦ୍ୱାରର ପଥପାର୍ଶ୍ୱରେ ଆସି ଠିଆ ହୁଏ। ଯେତେବେଳେ କୌଣସି ଲୋକ ରାଜାଙ୍କ ନିକଟକୁ ବିଗ୍ଭର ନ୍ୟାୟ ପାଇବା ପାଇଁ ଆସିଲେ, ଅବଶାଲୋମ ତାଙ୍କୁ ପ୍ରଥମେ ପଗ୍ଭରିଲା, “ତୁମ୍ଭେ କେଉଁ ନଗରରୁ ଆସିଛ?” ସେ ଲୋକ ଉତ୍ତର ଦେଲା, “ମୁଁ ଇସ୍ରାଏଲର ଏହି ଗୋଷ୍ଠୀୟ ଲୋକ ଅଟେ।”

Gade chapit la Kopi




2 ଶାମୁୟେଲ 15:2
13 Referans Kwoze  

ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।


ତହିଁରେ ରାଜା ଉଠି ନଗର ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, “ଦେଖ, ରାଜା ନଗର ଦ୍ୱାରରେ ବସିଅଛନ୍ତି;” ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥି ମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।


ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।


ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।


ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”


ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?”


ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;


ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;


ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”


ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।


Swiv nou:

Piblisite


Piblisite