Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:9 - ଓଡିଆ ବାଇବେଲ

9 ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ରାଜା ତାହାକୁ କହିଲେ, କୁଶଳରେ ଯାଅ। ତହୁଁ ସେ ଉଠି ହିବ୍ରୋଣକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

9 ରାଜା ତାଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ।” ତା'ପରେ ସେ ହିବ୍ରୋଣକୁ ଗଲେ।

Gade chapit la Kopi




2 ଶାମୁୟେଲ 15:9
5 Referans Kwoze  

କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”


ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;


ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।


ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।


Swiv nou:

Piblisite


Piblisite