Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:18 - ଓଡିଆ ବାଇବେଲ

18 ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହୂଶୟ ଅବଶାଲୋମକୁ କହିଲା, ତାହା ନୁହେଁ; ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

Gade chapit la Kopi

ପବିତ୍ର ବାଇବଲ

18 ହୂଶୟ ଅବଶାଲୋମକୁ କହିଲା, “ସଦାପ୍ରଭୁ ଓ ଏହି ସମୁଦାୟ ଇସ୍ରାଏଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁଁ ତୁମ୍ଭର ସମର୍ଥନ କରିବି ଏବଂ ତୁମ୍ଭ ସହିତ ମୁଁ ରହିବି।

Gade chapit la Kopi




2 ଶାମୁୟେଲ 16:18
4 Referans Kwoze  

ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା ? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ ?”


ପୁନଶ୍ଚ ମୁଁ କାହାର ସେବା କରିବି ? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”


Swiv nou:

Piblisite


Piblisite