Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 16:3 - ଓଡିଆ ବାଇବେଲ

3 ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ରାଜା କହିଲେ, ତୁମ୍ଭ ପ୍ରଭୁର ପୁତ୍ର କାହିଁ? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”

Gade chapit la Kopi

ପବିତ୍ର ବାଇବଲ

3 ରାଜା ଦାଉଦ ପଗ୍ଭରିଲେ, “ତୁମ୍ଭ ମୁନିବର ପୁତ୍ର କାହିଁ।” ସୀବଃ ରାଜାଙ୍କୁ କହିଲା, “ସେ ଯିରୁଶାଲମରେ ଅଛନ୍ତି। କାରଣ ସେ କହିଲେ, ‘ଇସ୍ରାଏଲ ପରିବାର ଆଜି ମୋର ଅଜାଙ୍କ ରାଜ୍ୟକୁ ଫେରି ଆସିବ।’”

Gade chapit la Kopi




2 ଶାମୁୟେଲ 16:3
13 Referans Kwoze  

ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।


ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।


ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।


ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।


ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୁ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”


Swiv nou:

Piblisite


Piblisite