Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:1 - ଓଡିଆ ବାଇବେଲ

1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।

Gade chapit la Kopi

ପବିତ୍ର ବାଇବଲ

1 ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ।

Gade chapit la Kopi




2 ଶାମୁୟେଲ 17:1
8 Referans Kwoze  

ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।


ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।


ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।


ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।


Swiv nou:

Piblisite


Piblisite