Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:12 - ଓଡିଆ ବାଇବେଲ

12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ସେଥିପାଇଁ ସେମାନେ ଯେଉଁଠାରେ ଲୁଚନ୍ତୁ ନା, ଆମ୍ଭେମାନେ ସେଠାରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବାପରି ତାଙ୍କ ଉପରେ ପଡ଼ିବୁ। ଏବଂ ଆମ୍ଭେମାନେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ୟା କରିବୁ ଜଣକୁ ବି ଜୀବନ୍ତ ଛାଡ଼ିବୁ ନାହିଁ।

Gade chapit la Kopi




2 ଶାମୁୟେଲ 17:12
8 Referans Kwoze  

ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?


ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।”


ଏବେ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।


ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ’ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।


Swiv nou:

Piblisite


Piblisite