Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:5 - ଓଡିଆ ବାଇବେଲ

5 ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହେ, ତାହା ମଧ୍ୟ ଶୁଣିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଅବଶାଲୋମ କହିଲା, ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ଅବଶାଲୋମ କହିଲେ, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହୁଅଛି ଶୁଣିବା।”

Gade chapit la Kopi




2 ଶାମୁୟେଲ 17:5
6 Referans Kwoze  

ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।


ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି ? ଯଦି ନ କରିବା, ତେବେ ତୁମ୍ଭେ କୁହ।”


ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇ ଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ ?


Swiv nou:

Piblisite


Piblisite