Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:7 - ଓଡିଆ ବାଇବେଲ

7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ

7 ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।”

Gade chapit la Kopi




2 ଶାମୁୟେଲ 17:7
5 Referans Kwoze  

ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।


ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”


ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି ? ଯଦି ନ କରିବା, ତେବେ ତୁମ୍ଭେ କୁହ।”


ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।”


Swiv nou:

Piblisite


Piblisite