Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:10 - ଓଡିଆ ବାଇବେଲ

10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ଜଣେ ମନୁଷ୍ୟ ତାହା ଦେଖି ଯୋୟାବକୁ ଜଣାଇ କହିଲା, ଦେଖ, ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”

Gade chapit la Kopi

ପବିତ୍ର ବାଇବଲ

10 ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।”

Gade chapit la Kopi




2 ଶାମୁୟେଲ 18:10
6 Referans Kwoze  

ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।


ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।


ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ ?


ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


Swiv nou:

Piblisite


Piblisite