2 ଶାମୁୟେଲ 18:12 - ଓଡିଆ ବାଇବେଲ12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେହି ମନୁଷ୍ୟ ଯୋୟାବକୁ କହିଲା, ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ତ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଯେକେହି ହୁଅ, ସେହି ଯୁବା ଅବଶାଲୋମ ବିଷୟରେ ଜାଗ୍ରତ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’ Gade chapit laପବିତ୍ର ବାଇବଲ12 ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1,000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’ Gade chapit la |