Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:16 - ଓଡିଆ ବାଇବେଲ

16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଯୋୟାବ ତୂରୀ ବଜାନ୍ତେ, ଲୋକମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ଲୋକମାନଙ୍କୁ ଅଟକାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।

Gade chapit la Kopi

ପବିତ୍ର ବାଇବଲ

16 ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।

Gade chapit la Kopi




2 ଶାମୁୟେଲ 18:16
6 Referans Kwoze  

ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।


ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।


ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ ?


ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।


ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।


Swiv nou:

Piblisite


Piblisite