Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:21 - ଓଡିଆ ବାଇବେଲ

21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେବେ ଯୋୟାବ କୂଶୀୟକୁ କହିଲା, ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ। ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ଯୋୟାବ କୂଶୀୟରୁ ଆସିଥିବା ଲୋକକୁ କହିଲେ, “ତୁମ୍ଭେ ଯାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କୁ କୁହ।” ତେଣୁ କୂଶୀୟ ତାଙ୍କୁ ପ୍ରଣାମ କରି ଦାଉଦଙ୍କ ନିକଟକୁ କହିବାକୁ ଦୌଡ଼ିଲା।

Gade chapit la Kopi




2 ଶାମୁୟେଲ 18:21
4 Referans Kwoze  

ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”


ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ ?”


ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।


ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”


Swiv nou:

Piblisite


Piblisite