2 ଶାମୁୟେଲ 18:4 - ଓଡିଆ ବାଇବେଲ4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି। ଏଉତ୍ତାରେ ରାଜା ନଗର ଦ୍ଵାର-ପାର୍ଶ୍ଵରେ ଠିଆ ହେଲେ ଓ ସମସ୍ତ ଲୋକ ଶତ ଶତ ଓ ସହସ୍ର ସହସ୍ର ହୋଇ ବାହାରି ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ। Gade chapit laପବିତ୍ର ବାଇବଲ4 ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।” ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ। Gade chapit la |