Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:5 - ଓଡିଆ ବାଇବେଲ

5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର। ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କି ଏହି ଆଜ୍ଞା ଦେବା ବେଳେ ସମସ୍ତ ଲୋକ ଶୁଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

5 ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ।

Gade chapit la Kopi




2 ଶାମୁୟେଲ 18:5
8 Referans Kwoze  

ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’


ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।


ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।


ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”


Swiv nou:

Piblisite


Piblisite