Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:6 - ଓଡିଆ ବାଇବେଲ

6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିରୂପେ ଲୋକମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବନରେ ଯୁଦ୍ଧ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।

Gade chapit la Kopi

ପବିତ୍ର ବାଇବଲ

6 ଏହିପରି ଦାଉଦଙ୍କର ଲୋକମାନେ ଇସ୍ରାଏଲୀୟ ବିରୁଦ୍ଧରେ ଯୁଦ୍ଧ କ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବଣରେ ଯୁଦ୍ଧ ହେଲା।

Gade chapit la Kopi




2 ଶାମୁୟେଲ 18:6
5 Referans Kwoze  

ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ।


ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।


ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।


ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।


Swiv nou:

Piblisite


Piblisite