Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:7 - ଓଡିଆ ବାଇବେଲ

7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଇସ୍ରାଏଲ-ଲୋକମାନେ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ

7 ସେଠାରେ ଇସ୍ରାଏଲୀୟ ଲୋକମାନେ ଦାଉଦଙ୍କ ସୈନ୍ୟମାନଙ୍କ ଆଗରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ବହୁତ କ୍ଷତି ହେଲା ଏବଂ 20,000 ଲୋକ ସେଠାରେ ମୃତ୍ୟୁବରଣ କଲେ।

Gade chapit la Kopi




2 ଶାମୁୟେଲ 18:7
12 Referans Kwoze  

ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।


କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।


ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।


ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”


ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।


ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।


ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।


ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।


Swiv nou:

Piblisite


Piblisite