Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:8 - ଓଡିଆ ବାଇବେଲ

8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଦେଶଯାକ ଯୁଦ୍ଧ ବ୍ୟାପିଗଲା; ପୁଣି ସେଦିନ ଖଡ଼୍‍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ

8 ଦେଶଯାକ ଯୁଦ୍ଧ ବ୍ୟାପିଗଲା। ପୁଣି ସେଦିନ ‌‌ଖ‌ଡ଼୍‌ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା।

Gade chapit la Kopi




2 ଶାମୁୟେଲ 18:8
10 Referans Kwoze  

ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।


ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।


ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?


Swiv nou:

Piblisite


Piblisite