2 ଶାମୁୟେଲ 19:10 - ଓଡିଆ ବାଇବେଲ10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ ?” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?” Gade chapit laପବିତ୍ର ବାଇବଲ10 ତେଣୁ ବର୍ତ୍ତମାନ ଅବଶାଲୋମକୁ ଆମ୍ଭେ ଯାହାକୁ ରାଜା କରିଥିଲୁ ସେ ବର୍ତ୍ତମାନ ମୃତ। ସେ ଯୁଦ୍ଧରେ ମୃତ୍ୟୁବରଣ କଲେ। ତେଣୁ ଆମ୍ଭେମାନେ ଦାଉଦଙ୍କୁ ଆଉଥରେ ଆମ୍ଭମାନଙ୍କର ରାଜା କରିବୁ।” Gade chapit la |