Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:12 - ଓଡିଆ ବାଇବେଲ

12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଶ୍ଚାତ୍ପଦ ହେଉଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ମୋର ଭାଇ, ତୁମ୍ଭେ ହେଉଛ ମୋର ପରିବାରବର୍ଗ, ତେବେ ତୁମ୍ଭେମାନେ ରାଜାଙ୍କୁ ଫେରାଇ ଆଣିବାରେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?’

Gade chapit la Kopi




2 ଶାମୁୟେଲ 19:12
9 Referans Kwoze  

ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ।


ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।


ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”


ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ ।


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”


ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି ?”


ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


Swiv nou:

Piblisite


Piblisite