2 ଶାମୁୟେଲ 19:2 - ଓଡିଆ ବାଇବେଲ2 ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଣୁ ସେହି ଦିବସର ଜୟ ସକଳ ଲୋକଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ବ୍ୟଥିତ ହେଉଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ। Gade chapit laପବିତ୍ର ବାଇବଲ2 ଦାଉଦଙ୍କର ସୈନ୍ୟଦଳ ସେଦିନ ଯୁଦ୍ଧରେ ଜୟଲାଭ କଲେ। କିନ୍ତୁ ଜୟଲାଭ କରିବାର ଆନନ୍ଦ ସମସ୍ତ ଲୋକମାନଙ୍କ ପାଇଁ ଦୁଃଖରେ ପରିଣତ ହେଲା। ଏହା ଥିଲା ଏକ ଦୁଃଖର ଦିନ, କାରଣ ଲୋକମାନେ ଶୁଣିବାକୁ ପାଇଲେ ଯେ, “ରାଜା ତାଙ୍କର ନିଜ ପୁତ୍ର ପାଇଁ ଅତ୍ୟନ୍ତ ଦୁଃଖିତ।” Gade chapit la |