2 ଶାମୁୟେଲ 19:3 - ଓଡିଆ ବାଇବେଲ3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ଲୋକମାନେ ନଗରରେ ପ୍ରବେଶ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ3 ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି। Gade chapit la |