Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:16 - ଓଡିଆ ବାଇବେଲ

16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ କଙ୍କାଳରେ ଖଡ଼୍‍ଗ ଭୁସିଲେ; ତହୁଁ ସେସମସ୍ତେ ଏକତ୍ର ପଡ଼ିଲେ; ଏହେତୁ ଗିବୀୟୋନ-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍-ହତ୍ସୂରୀମ୍ (ତୀକ୍ଷ୍ଶ ଖଡ଼୍‍ଗ-ଭୂମି) ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ପ୍ରତ୍ୟେକ ସୈନ୍ୟ ଏକ ଆରେକର ମସ୍ତକ ଧରିଲେ ଏବଂ ଏକ ଆରେକକୁ ‌‌ଖ‌ଡ଼୍‌ଗରେ ଭୂଷିଲେ। ତେଣୁ ସେମାନେ ଏକତ୍ର ପଡ଼ିଗଲେ। ତେଣୁ ସେହି ସ୍ଥାନର ନାମ “ତୀ‌କ୍ଷ୍‌ଣ ‌‌ଖ‌ଡ଼୍‌ଗ କ୍ଷେତ୍ର” ବୋଲି ଡକାଯାଏ। ସେହି ସ୍ଥାନଟି ଗିବିୟୋନରେ ଥିଲା।

Gade chapit la Kopi




2 ଶାମୁୟେଲ 2:16
7 Referans Kwoze  

ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”


ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।


ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।


ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”


ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।


ଆଉ, ଏହା ଯିରୂୂଶାଲମରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ 'ହକଲ୍‌ଦମା', ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା ।


Swiv nou:

Piblisite


Piblisite