Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 2:25 - ଓଡିଆ ବାଇବେଲ

25 ଏଥି ମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଥି ମଧ୍ୟରେ ବିନ୍ୟାମୀନ-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

25 ବିନ୍ୟାମୀନର ପରିବାରବର୍ଗ ଅ‌‌ବ୍‌‌ନର ଚତୁର୍ପାର୍ଶ୍ୱରେ ପର୍ବତର ଶିର୍ଷରେ ଘେରି ରହିଥିଲେ।

Gade chapit la Kopi




2 ଶାମୁୟେଲ 2:25
2 Referans Kwoze  

ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”


Swiv nou:

Piblisite


Piblisite