Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 20:18 - ଓଡିଆ ବାଇବେଲ

18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍‍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍‍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ସ୍ତ୍ରୀଲୋକଟି କହିଲା, “ପୂର୍ବକାଳରେ ଲୋକମାନେ କହୁଥିଲେ, ‘ଲୋକେ ଆବେ‌ଲ୍‌ରେ ସାହାଯ୍ୟ ମାଗିବା ଉଚିତ୍ ଏବଂ ସେମାନେ ଯାହା ଦରକାର କଲେ ତାହା ପାଇପାରିବେ।’

Gade chapit la Kopi




2 ଶାମୁୟେଲ 20:18
3 Referans Kwoze  

ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କ’ଣ ଯୋୟାବ ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”


ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ ?”


Swiv nou:

Piblisite


Piblisite