2 ଶାମୁୟେଲ 20:7 - ଓଡିଆ ବାଇବେଲ7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ। Gade chapit laପବିତ୍ର ବାଇବଲ7 ତେଣୁ ଯୋୟାବ ଯିରୁଶାଲମ ଛାଡ଼ି ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲା। ଯୋୟାବ ସହିତ, କରେଥୀୟ, ପଲେଥୀୟ ଓ ସମସ୍ତ ବୀରମାନେ ବାହାରିଲେ। Gade chapit la |