2 ଶାମୁୟେଲ 21:16 - ଓଡିଆ ବାଇବେଲ16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ (ଶେକଲ) ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Gade chapit laପବିତ୍ର ବାଇବଲ16 ସେ ସମୟ ଇଶ୍ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା। Gade chapit la |