Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:19 - ଓଡିଆ ବାଇବେଲ

19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥ୍ଲିହିମୀୟ ଯାରେଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବରେ ଯୁଦ୍ଧ ହେଲା। ସେଥିରେ ବୈ‌ଥ୍‌ଲେହମୀୟ ଯାରେ-ଓରଗୀମର ପୁତ୍ର ଇ‌ଲ୍‌ହାନନ୍ ତନ୍ତି ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲିୟାତକୁ ବଧ କଲା।

Gade chapit la Kopi




2 ଶାମୁୟେଲ 21:19
5 Referans Kwoze  

ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।


ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।


ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


Swiv nou:

Piblisite


Piblisite