Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 21:5 - ଓଡିଆ ବାଇବେଲ

5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେମାନେ ରାଜାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,

Gade chapit la Kopi

ପବିତ୍ର ବାଇବଲ

5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରୁଦ୍ଧରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନ ରହୁ ଓ ସେଠାରୁ ବିତାଡ଼ିତ ହେଉ।

Gade chapit la Kopi




2 ଶାମୁୟେଲ 21:5
5 Referans Kwoze  

ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


Swiv nou:

Piblisite


Piblisite