Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 22:16 - ଓଡିଆ ବାଇବେଲ

16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।

Gade chapit la Kopi




2 ଶାମୁୟେଲ 22:16
12 Referans Kwoze  

ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?


ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ?


ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।


Swiv nou:

Piblisite


Piblisite