Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:11 - ଓଡିଆ ବାଇବେଲ

11 ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୂରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ହରାରୀୟ ଆଗିର ପୁତ୍ର ଶମ୍ମ ସେଠାରେ ଥିଲା ସମୟରେ ପଲେଷ୍ଟୀୟମାନେ କୌଣସି ମସୂର ପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୋଇଥିଲେ। କିନ୍ତୁ ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାୟନ କଲେ।

Gade chapit la Kopi




2 ଶାମୁୟେଲ 23:11
4 Referans Kwoze  

ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,


ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;


ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।


Swiv nou:

Piblisite


Piblisite