Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 23:6 - ଓଡିଆ ବାଇବେଲ

6 ମାତ୍ର ପାପାଧମ ସମସ୍ତେ ଉତ୍‍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ଵରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;

Gade chapit la Kopi

ପବିତ୍ର ବାଇବଲ

6 “କିନ୍ତୁ ସମସ୍ତ ମନ୍ଦ ଲୋକମାନେ କଣ୍ଟା ତୁଲ୍ୟ। ସାଧାରଣତଃ ଲୋକମାନେ ସେମାନଙ୍କର ହାତରେ କଣ୍ଟା ଧରନ୍ତି ନାହିଁ, ମାତ୍ର ସେମାନଙ୍କୁ ଦୂରକୁ ଫିଙ୍ଗିଦିଅନ୍ତି।

Gade chapit la Kopi




2 ଶାମୁୟେଲ 23:6
12 Referans Kwoze  

ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।


ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;


ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।


ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,


ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।


ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


Swiv nou:

Piblisite


Piblisite