2 ଶାମୁୟେଲ 23:7 - ଓଡିଆ ବାଇବେଲ7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ତରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ନିଃଶେଷ ରୂପେ ଅଗ୍ନିରେ ଦଗ୍ଧ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।” Gade chapit laପବିତ୍ର ବାଇବଲ7 ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ। ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ। ସେଗୁଡ଼ିକ ନିଆଁରେ ପୋଡ଼ାଯିବ।” Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।