2 ଶାମୁୟେଲ 24:16 - ଓଡିଆ ବାଇବେଲ16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। Gade chapit laପବିତ୍ର ବାଇବଲ16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।