Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:18 - ଓଡିଆ ବାଇବେଲ

18 ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

Gade chapit la Kopi

ପବିତ୍ର ବାଇବଲ

18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାହାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

Gade chapit la Kopi




2 ଶାମୁୟେଲ 24:18
6 Referans Kwoze  

ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।


ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।


ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।


Swiv nou:

Piblisite


Piblisite