Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 24:4 - ଓଡିଆ ବାଇବେଲ

4 ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

4 ରାଜା ଦାଉଦ ଗୁରୁତର ସହକାରେ ଆଦେଶ ଦେଲେ ଯୋୟାବ ଓ ତାଙ୍କର ସେନାଧ୍ୟକ୍ଷଙ୍କୁ, ଲୋକମାନଙ୍କୁ ଗଣିବା ପାଇଁ। ତେଣୁ ଯୋୟାବ ଓ ସେନାଧ୍ୟକ୍ଷମାନେ ରାଜାଙ୍କ ପାଖରୁ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବାକୁ ଗଲେ।

Gade chapit la Kopi




2 ଶାମୁୟେଲ 24:4
7 Referans Kwoze  

କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।


ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହି ପାରେ ?


ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।


ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି ?”


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;


“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।


Swiv nou:

Piblisite


Piblisite