Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 3:11 - ଓଡିଆ ବାଇବେଲ

11 ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସେ ଅବ୍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।

Gade chapit la Kopi

ପବିତ୍ର ବାଇବଲ

11 ଈ‌ଶ୍‌ବୋଶତ୍ ଅତ୍ୟନ୍ତ ଭୟରେ ସବୁ କଥା ଅ‌‌ବ୍‌‌ନର‌କୁ କହିପାରି ନ ଥିଲା।

Gade chapit la Kopi




2 ଶାମୁୟେଲ 3:11
3 Referans Kwoze  

ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”


ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର ? ଆହୁରି କହିଲା, ‘ଆପଣ ମୋ’ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋ’ ହସ୍ତ ଆପଣଙ୍କର ସହାୟ ହେବ।’”


ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।


Swiv nou:

Piblisite


Piblisite