2 ଶାମୁୟେଲ 4:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋଣର ପୁତ୍ର ରେଖବ୍ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ5 ରେଖବ୍ ଓ ବାନା, ଯିଏ କି ବେରୋତୀୟ ରିମ୍ମୋଣର ପୁତ୍ର। ସେମାନେ ମଧ୍ୟାହ୍ନ ସମୟରେ ଈଶ୍ବୋଶତ୍ଙ୍କ ଗୃହରେ ପ୍ରବେଶ କଲେ। ସେହି ସମୟରେ ଈଶ୍ବୋଶତ୍ ବିଶ୍ରାମ ନେଉଥିଲେ, କାରଣ ସେହି ଅପରାହ୍ନ ବହୁତ ଗରମ ଥିଲା। Gade chapit la |
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।