Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 5:19 - ଓଡିଆ ବାଇବେଲ

19 ଏଥିରେ ଦାଉଦ ସଦାପ୍ରଭୁଙ୍କ ଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି ? ତୁମ୍ଭେ କି ସେମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିବ ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠି ଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

Gade chapit la Kopi

ପବିତ୍ର ବାଇବଲ

19 ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ପଗ୍ଭରିଲେ, “ମୋର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମୋତେ ସାହାଯ୍ୟ କରିବେ କି?” ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନିଶ୍ଚିତ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସାହାଯ୍ୟ କରିବି।”

Gade chapit la Kopi




2 ଶାମୁୟେଲ 5:19
12 Referans Kwoze  

ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ଯିବି” ? ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି ?” ସେ କହିଲେ “ହିବ୍ରୋଣକୁ।”


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।


ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା ? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।


ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ ।


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠି ଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


ମୁଁ କ’ଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି ? ତାହା ମୋ’ଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।


Swiv nou:

Piblisite


Piblisite