2 ଶାମୁୟେଲ 5:3 - ଓଡିଆ ବାଇବେଲ3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ। Gade chapit laପବିତ୍ର ବାଇବଲ3 ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ। Gade chapit la |