Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 6:22 - ଓଡିଆ ବାଇବେଲ

22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ମୁଁ ଏଥିରୁ ହିଁ ଆହୁରି ଲଘୁ ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”

Gade chapit la Kopi

ପବିତ୍ର ବାଇବଲ

22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା'ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”

Gade chapit la Kopi




2 ଶାମୁୟେଲ 6:22
16 Referans Kwoze  

ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ୱରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ।


ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।


ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।


ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।


ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।


Swiv nou:

Piblisite


Piblisite