Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:17 - ଓଡିଆ ବାଇବେଲ

17 ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ୱନ୍ଧରେ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ

17 ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।

Gade chapit la Kopi




2 ଶାମୁୟେଲ 7:17
7 Referans Kwoze  

ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ


ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”


ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏ ପର୍ଯ୍ୟନ୍ତ ଆଣିଅଛ ?


Swiv nou:

Piblisite


Piblisite