2 ଶାମୁୟେଲ 7:5 - ଓଡିଆ ବାଇବେଲ5 “ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ? Gade chapit laପବିତ୍ର ବାଇବଲ (Re-edited) - (BSI)5 ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ? Gade chapit laପବିତ୍ର ବାଇବଲ5 “ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। Gade chapit la |