Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:6 - ଓଡିଆ ବାଇବେଲ

6 ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ଵୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି।

Gade chapit la Kopi




2 ଶାମୁୟେଲ 7:6
15 Referans Kwoze  

ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ ।


କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।


ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”


ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।


Swiv nou:

Piblisite


Piblisite