2 ଶାମୁୟେଲ 8:11 - ଓଡିଆ ବାଇବେଲ11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Gade chapit laପବିତ୍ର ବାଇବଲ (Re-edited) - (BSI)11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, Gade chapit laପବିତ୍ର ବାଇବଲ11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।