Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 8:13 - ଓଡିଆ ବାଇବେଲ

13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।

Gade chapit la Kopi

ପବିତ୍ର ବାଇବଲ

13 ଦାଉଦ ଲବଣ ନାମକ ଉପତ୍ୟକାରେ ଅରାମୀୟମାନଙ୍କର 18,000 ସୈନ୍ୟଙ୍କୁ ବଧ କରିଥିଲେ ଓ ସେ ଯେତେବେଳେ ଘରକୁ ଫେରିଲେ ସେତେବେଳେ ବହୁତ ଖ୍ୟାତି ଅର୍ଜ୍ଜନ କରିଥିଲେ।

Gade chapit la Kopi




2 ଶାମୁୟେଲ 8:13
7 Referans Kwoze  

ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।


ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।


ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।


ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;


Swiv nou:

Piblisite


Piblisite