Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 9:5 - ଓଡିଆ ବାଇବେଲ

5 ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।

Gade chapit la Kopi

ପବିତ୍ର ବାଇବଲ

5 ଯୋନାଥନର ପୁତ୍ରକୁ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲୋ-ଦବାରରେ ମାଖୀରଙ୍କ ଅମ୍ମୀୟେଲର ପୁତ୍ର ଘରକୁ ପଠାଇଲେ।

Gade chapit la Kopi




2 ଶାମୁୟେଲ 9:5
3 Referans Kwoze  

ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ।


ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”


ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”


Swiv nou:

Piblisite


Piblisite