୨ ଥେସଲନୀକୀୟ 2:15 - ଓଡିଆ ବାଇବେଲ15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ । Gade chapit laପବିତ୍ର ବାଇବଲ (Re-edited) - (BSI)15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ। Gade chapit laପବିତ୍ର ବାଇବଲ (CL) NT (BSI)15 ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ। Gade chapit laପବିତ୍ର ବାଇବଲ15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ। Gade chapit la |